February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭାଲୁ ଆକ୍ରମଣରେ ୨ ବୃଦ୍ଧା ଗୁରୁତର

ମୋଟିଭି ଓଡିଶା : କଳାହାଣ୍ଡି:୧୧/୦୫ :
ଭାଲୁ ଆକ୍ରମଣରେ ଆଜି ସକାଲେ ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ଖଇରଭାଡ଼ି ଗ୍ରାମର ଦୁଇ ଜଣ ବୃଦ୍ଧା ଫଗନି ରାଉତ (୫୫) ଓ ତୁଳସା ରାଉତ (୬୫) ନିକଟସ୍ଥ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି।

କିଛି ସ୍ଥାନୀୟ ଲୋକେ ଓ ପରିବାର ଲୋକେ ଦୁଇ ବୃଦ୍ଧାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କୋକସରାରେ ଭର୍ତ୍ତି କରିଛନ୍ତି। କୋକସରା ଡାକ୍ତରଖାନାରେ ଦୁଇ ବୃଦ୍ଧାଙ୍କ ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲା ସଦର ଡାକ୍ତରଖାନାକୁ ସ୍ଥାନାନ୍ତର କରିବା ନେଇ ସୂଚନା ମିଳିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।