MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କାଉଡୋଳା ନିକଟରେ କାର ଦୁର୍ଘଟଣା ଶିଶୁ ସମେତ ୩ ଗୁରୁତର।


କଳାହାଣ୍ଡି:୦୬/୦୧(ସନତ ପ୍ରଧାନୀ)

ଜାତୀୟ ରାଜପଥ ୨୬ କୋକସରା ବ୍ଲକ କାଉଡୋଳା ମହାଜନଗୁଡା ରାସ୍ତା ରେ ଆଜି ଅପରାହ୍ନ ରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ କାର ଦୁର୍ଘଟଣାରେ ଗାଡି ରେ ଥିବା ଗୋଟିଏ ପରିବାର ର ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଦୁର୍ଘଟଣା କାର ରୁ ଗୁରୁତର ଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ରେ କୋକସରା ଡାକ୍ତରଖାନା କୁ ପଠାଇଥିବା ବେଳେ ଗୁରୁତର ଙ୍କୁ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଜିଲ୍ଲା।ମୁଖ୍ୟ ହସ୍ପିଟାଲ କୁ ସ୍ଥାନାନ୍ତରିତ କରାଯାଇଛି। ସୂଚନା ମତେ ଜଗଡଲପୁର ରୁ କେନ୍ଦୁଝର ଜିଲ୍ଲାର କରଞ୍ଜିଆ କୁ ନିଜ କାର ଟି ଏନ ୬୯ ଏ ଏଲ ୯୦୨୨ ଯୋଗେ ଯାଉଥିବା ବେଳେ ଭାରସାମ୍ୟ ହରାଇ କାର ଦୁର୍ଘଟଣା ଗ୍ରସ୍ତ ହୋଇ ରାସ୍ତା କଡ ରେ ଥିବା ଜମି କୁ ଓଲଟି ପଡ଼ିଥିଲା। ଗୁରୁତର ମାନେ ହେଲେ ଦୁଷ୍ମନ୍ତ ମହନ୍ତ ଙ୍କ ପୁଅ ୬ ବର୍ଷ ର ଶିଶୁ ଶୁଭାଶିଷ ମହନ୍ତ, ଝିଅ ବମୀନାକ୍ଷୀ ମହନ୍ତ ୧୧ ଓ ସ୍ତ୍ରୀ ବୀଣାପାଣି ମହନ୍ତ ୩୭ ବୋଳି ଜଣାପଡିଛି।ତେବେ ଦୁଷ୍ମନ୍ତ ମହନ୍ତ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।