MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜ୍ୟ ସ୍ତରୀୟ ଭଳିବଲ ପାଇଁ ଜବାହାର ଉଚ୍ଚ ବିଦ୍ୟାଳୟ ର ୪ ଛାତ୍ରଛାତ୍ରୀ ମନୋନୀତ।

ମୋ ଟିଭି ଓଡିଶା / କଳାହାଣ୍ଡି : ୦୬/୧୦
ରିପୋର୍ଟ-ସନତ କୁମାର ପ୍ରଧାନୀ


ରାଜ୍ୟ ସ୍ତରୀୟ ଅଣ୍ଡର ୧୪/୧୭ ଭଳିବଲ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଜବାହାର ଉଚ୍ଚ ବିଦ୍ୟାଳୟ ର ୪ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।

ଆସନ୍ତା ୬/୧୦ ଠାରୁ ୯/୧୦ ପର୍ଯ୍ୟନ୍ତ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଏମ. ଆର ବାଳକ ହାଇସ୍କୁଲ ଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଭଳିବଲ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।

ଜବାହାର ଉଚ୍ଚ ବିଦ୍ୟାଳୟ ର କ୍ରୀଡା ଶିକ୍ଷକ ଅମିତ କୁମାର ମହାନ୍ତି ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅଣ୍ଡର ୧୭ ରେ ଛାତ୍ରୀ ଜ୍ୟୋତ୍ସ୍ନାମୟୀ ପ୍ରଧାନୀ,ରୂପାଲି ନାଏକ,ପଲ୍ଲବି ନେଗି ଓ ଅଣ୍ଡର ୧୪ ରେ ଛାତ୍ର ନରୋତ୍ତମ ପଟ୍ଟନାୟକ ରାଜ୍ୟ ସ୍ତରୀୟ ଭଳିବଲ କ୍ରୀଡା ପାଇଁ ମନୋନୀତ ହୋଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।