MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜ୍ୟରୁ ହଟିଲା ୫-ଟି ।

ମୋଟିଭି ଓଡିଶା : ନୂଆ ସରକାର ଆସିବା ପରେ ରାଜ୍ୟରୁ ୫ଟି ବ୍ୟବସ୍ଥା ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାରୀ କାର୍ଯ୍ୟାଳୟ ପରିସରରେ ଥିବା ବୋର୍ଡ ହଟାଇବାକୁ ଏଥିରେ ନିର୍ଦ୍ଦେଶ ଦିଆଯାଇଛି । ତା ସହିତ ମୋ ସରକାର ବୋର୍ଡ ହଟାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସୋସିଆଲ୍ ମିଡିଆ ଏକ୍ସରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ନବୀନଙ୍କ ପଞ୍ଚମ ପାଳି ସରକାରରେ ଏହି ୫ଟି ବ୍ୟବସ୍ଥା ଆରମ୍ଭ ହେଇଥିଲା । ସରକାରୀ କାର୍ଯ୍ୟରେ ସ୍ୱଚ୍ଛତା ଏବଂ ତୀବ୍ରତା ଆଣିବାକୁ ୫ଟି ବ୍ୟବସ୍ଥା ଆପଣାଇଥିଲେ ପୂର୍ବର ରାଜ୍ୟ ସରକାର । ଟ୍ରାନ୍ସପରେନ୍ସିଂ, ଟେକ୍ନୋଲୋଜି, ଟିମ୍ ୱାର୍କ, ଟାଇମ୍ ଏବଂ ଟ୍ରାନ୍ସଫର୍ମେସନ୍ ଥିଲା ଏହି ୫ଟି । ହେଲେ ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ, ବିଜେପି ସରକାର ଏହି ୫ଟି ବ୍ୟବସ୍ଥାକୁ ହଟାଇବାକୁ ନିର୍ଦ୍ଦେଶ ଦେଇଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।