February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୮ ଟି ଚୋରୀ ବାଇକ ଜବତ: ଜଣେ ନାବାଳକ ଗିରଫ


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୁଲିସକୁ ମିଳିଛି ଏକ ବଡ ସଫଳତା l ୮ ଟି ଚୋରା ବାଇକ ଜବତ କରିବା ସହ ଜଣେ ନାବାଳକ କୁ ଗିରଫ କରିଛି ପୋଲିସ l

ଚୋରୀ ବାଇକ ଜବତ… ମୋ ଟିଭି ଓଡିଶା

ଜବତ ହୋଇଥିବା କେତେକ ବାଇକ ଗୁଡିକ ବାଲିଗୁଡା, ସାରଙ୍ଗଡ଼, ବଲାଙ୍ଗୀର ଅଞ୍ଚଳ ହୋଇଥିବା ବେଳେ ଆଉ କେତେକ କେଉଁ ସ୍ଥାନର ଜଣାପଡି ନାହିଁ, ଏହି ବାଇକ ଚୋରି ରାକେଟରେ ସାଧାରତଃ ନାବାଳକ ମାନେ ଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି l

ଚୋରୀ ବାଇକ ଜବତ… ମୋ ଟିଭି ଓଡିଶା

ସେ ନେଇ ଏଭଳି ଅପରାଧ ଠାରୁ ଦୁରେଇ ରହି ମୁଖ୍ୟସ୍ରୋତ ରେ ସାମିଲ ହେବାକୁ ବାଲିଗୁଡା ଏସଡିପିଓ ରାହୁଲ ଗୋୟଲ ନିବେଦନ କରିଛନ୍ତି l ଏଥିସହ ଏହି ଚୋରା ବାଇକ ରାକେଟ ରେ ଆଉ କେଉଁ କେଉଁ ବ୍ୟକ୍ତି ସମ୍ପୃକ୍ତ ଅଛନ୍ତି, ସେ ନେଇ ଅଧିକ ତଦନ୍ତ ଆରମ୍ଭ ହୋଇଛି ବୋଲି ଏସଡିପିଓ ପ୍ରକାଶ କରିଛନ୍ତି l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।