February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୮୪୦କେଜି ଭାଗଂ ଜବତ ଦୁଇ ଗିରଫ।


ଖୋର୍ଦ୍ଧା : ୧୦/୦୪- ନିର୍ବାଚନ ପୂର୍ବରୁ ଖୋର୍ଦ୍ଧା ଅବକାରୀ ବିଭାଗକୁ ମିଳିଛି ସଫଳତା।୮୪୦କେଜି ଭାଗଂ ଚାଲାଣ ହେଉଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଖୋର୍ଦ୍ଧା ଅବକାରୀ ବିଭାଗ ପୋଲିସ ମେଡିକାଲ ଛକ ନିକଟରେ ଚଢ଼ାଉ କରି ୮୪୦କେଜି ଭାଗଂ ଜବତ କରିଥିବା ବେଳେ ଦୁଇ ବେପାରୀ କୁ ଗିରଫ କରିବାରେ ସଫଳ ହୋଇଛି।

ଗିରଫ ବେପାରୀ ହେଲେ ନୟାଗଡ଼ ଜିଲ୍ଲା ଓଡଗାଁର ସନ୍ତୋଷ ପାତ୍ର ଓ କନ୍ଧମାଳ ରାଇକିଆ ର ମାଧବ ଦିଗାଲ।ଉଭୟଙ୍କ ନାମରେ ଆଜି ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛି ଅବକାରୀ ବିଭାଗ ପୋଲିସ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।