February 4, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ।

ମୋଟିଭି ଓଡିଶା : ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। ଏ ନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ l ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧ଟା ୩୦ ସୁଦ୍ଧା ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ଇଣ୍ଟରନେଟ୍ ସୁବିଧା ନ ଥିଲେ ଏସଏମଏସରେ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଜାଣି ପାରିବେ। ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଅପରାହ୍ଣରେ ଛାତ୍ରଛାତ୍ରୀଙ୍କୁ ଡିଜିଟାଲ ସାର୍ଟିଫିକେଟ୍ ମିଳିବ। ୫୬୭୬୭୫୦କୁ ଏସଏମଏସ କରି ରେଜଲ୍ଟ ପାଇପାରିବେ। ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ କରି ପାରିବେ ଛାତ୍ରଛାତ୍ରୀ। ମଧ୍ୟମା ଓ ଏସଓଏସସି-୧ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ। ୨୯/୫ରୁ ୧୨/୬ ମଧ୍ୟରେ ଚେକିଂ ପାଇଁ ଛାତ୍ରଛାତ୍ରୀ ଆବେଦନ କରି ପାରିବେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।