MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କୋକସରା ବ୍ଲକରୁ ଭୁପେନ୍ଦ୍ର ଘି ମାଟ୍ରିକ ଟପ୍ପର।

ମୋଟିଭି ଓଡିଶା : କଳାହାଣ୍ଡି :୨୬/୦୫/୨୪


ରବିବାର ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶା ପକ୍ଷରୁ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ବୋର୍ଡ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ରେ ପାଶ ହାର ୯୬.୦୭ ରହିଛି। ଏଥର ବି ପୁଅଙ୍କୁ ପଛରେ ପକାଇ ଝିଅ ଆଗରେ ରହିଛନ୍ତି। ପୁଅଙ୍କ ପାସ୍ ହାର ୯୫.୩୯ ପ୍ରତିଶତ ରହିଥିବା ବେଳେ ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ରହିଛି। କୋକସରା ବ୍ଲକରୁ ଜବାହାର ଉଚ୍ଚ ବିଦ୍ୟାଳୟର ଛାତ୍ର ଭୁପେନ୍ଦ୍ର ଘି ୪୯୯ ମାର୍କ ରଖି ୮୩.୧୬ ରଖି ବ୍ଲକ ପାଇଁ ମାଟ୍ରିକ ପରୀକ୍ଷାରେ ଟପ୍ପର ହୋଇଛନ୍ତି। ଜବାହାର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଧୀର କୁମାର ପଣ୍ଡା ସମେତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଭୁପେନ୍ଦ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।