February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଡ ଆଶ୍ୱସ୍ତି ; କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ମୋଟିଭି ଓଡିଶା : ମିଳିଲା ଆଶ୍ୱସ୍ତି। କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ନିଜର ଏକ୍ସ ହ୍ୟାଣ୍ଡେଲରେ ଏନେଇ ସୂଚନା ପ୍ରଦାନ କରିଛି। ଲକ୍ଷାଦ୍ୱୀପ ଓ କେରଳର ସବୁ ଅଞ୍ଚଳକୁ ମୌସୁମୀ ଛୁଇଁଛି । ଦକ୍ଷିଣ-ପଶ୍ଚିମ ଅଭିମୁଖେ ମୌସୁମୀ ଅଗ୍ରସର ହେଉଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୌସୁମୀ ଆଗୁଆ ଆସିଛି। ଦୁଇ ଦିନ ପୁର୍ବରୁ ମୌସୁମୀ କେରଳ ଛୁଇଁଛି। ଓଡିଶାକୁ ଜୁନ ୧୨ ପରେ ମୌସୁମୀ ଆସିବାର ସମ୍ଭାବନା ରହିଛି। ଦେଶରେ ଏଥର ଭଲ ବର୍ଷା ହେବ। ସ୍ୱାଭାବିକ ଠାରୁ ଅଧିକ ବର୍ଷା କରେଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ୧ ଜୁନ୍ ରୁ ୩୧ ସେପଟେମ୍ବର ଯାଏଁ ମୌସୁମୀ ଋତୁ ୮୭ ସେମି ପର୍ଯ୍ୟନ୍ତ ବର୍ଷା ହେଇଥାଏ, ଏଥର ୧୦୬ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।