MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବିଜେପିର ୧୬ ଜଣିଆ ମନ୍ତ୍ରୀମଣ୍ଡଳ…..

ମୋଟିଭି ଓଡିଶା ବ୍ୟୁରୋ :

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ହଜାର ହଜାର ଲୋକଙ୍କ ଉପସ୍ଥିତିରେ ରାଜ୍ୟପାଳ ରଘୁବର ଦାସଙ୍କ ଠାରୁ ଶ୍ରୀ ମୋହନ ମାଝୀ ପଦ ଓ ଗୋପନୀୟତାର ସହିତ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ଗ୍ରହଣ କରିଛନ୍ତି। କ୍ୟାବିନେଟ୍‌ ମନ୍ତ୍ରୀ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ଡ. ମୁକେଶ ମହାଲିଙ୍ଗ, ବିଭୂତି ଜେନା, ଡ. କୃ‌ଷ୍ଣଚନ୍ଦ୍ର ମହାପାତ୍ର, ରାଷ୍ଟ୍ରମନ୍ତ୍ରୀ ଭାବେ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ଚନ୍ଦ୍ର ସ୍ବାଇଁ ମଧ୍ୟ ଶପଥ ଗ୍ରହଣ କରିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।