କଳାହାଣ୍ଡି:୧୨/୦୪ – ଧର୍ମଗଡ ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ପୋଡ଼ୁ ଚାଷ ପାଇଁ ଜଙ୍ଗଲରେ ନିଆଁ ଲଗାଉ ଥିବା ସମୟରେ, କୌଣସି ସୂତ୍ରରୁ ଖବର ପାଇ ଆମପାଣି ଫରେଷ୍ଟର ମନୀଷା ପଟ୍ଟନାୟକଙ୍କ ନେତୃତ୍ୱରେ ଆମପାଣି ଫରେଷ୍ଟ ଗାର୍ଡ ଓ କର୍ମଚାରୀ ମାନେ କଳାହାଣ୍ଡି ଓ ନବରଙ୍ଗପୁର ସୀମାନ୍ତ ପାପଡାହାଣ୍ଡି ବ୍ଲକ ମାଝୀଗୁଡା, ସାନ ବାରଲୀର ଗୁରୁବନ୍ଧୁ ମାଝୀ (୫୦) କୁ ଘଟଣାସ୍ଥଳରୁ ଗିରଫ କରି ଧର୍ମଗଡ ରେଞ୍ଜ ଅଫିସକୁ ନେଇ ଅଟକ ରଖିବା ପରେ କୋର୍ଟ ଚାଲାଣ କରିଥିବା ନେଇ ଆମପାଣି ଫରେଷ୍ଟର ମନୀଷା ପଟ୍ଟନାୟକ ସୂଚନା ଦେଇଛନ୍ତି।
More Stories
ପୂର୍ବତନ ସେନା କର୍ମଚାରୀଙ୍କ ଜଘନ୍ୟ କାଣ୍ଡ ।
ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍ ।
ଶିରୁଳି ମହାବୀର ମନ୍ଦିରରୁ ଚୋରି ।