MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ୟୁପିଏସସି ଅଧ୍ୟକ୍ଷ ପଦରୁ ମନୋଜ ସୋନିଙ୍କ ଇସ୍ତଫା

ମୋ ଟିଭି ଓଡିଶା :

କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି) ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ମନୋଜ ସୋନି। ସେ ତାଙ୍କ ଇସ୍ତଫା ପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ପଠାଇ ଦେଇଥିବା ଜାତୀୟ ଗଣମାଧ୍ୟମରୁ ସୂଚନା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଯୋଗୁ ସେ ପଦରୁ ଇସ୍ତଫା ଦେଇଥିବା ପତ୍ରରେ ଦର୍ଶାଇଛନ୍ତି। ଆସନ୍ତା ୨୦୨୯ ମସିହାରେ ମନୋଜ ସୋନିଙ୍କ କାର୍ଯ୍ୟକାଳ ଶେଷ ହେବାର ଥିଲା। ତେବେ ଏହାର ୫ ବର୍ଷ ପୂର୍ବରୁ ସେ ଇସ୍ତଫା ଦେବାକୁ ନେଇ ଅନେକ ଚର୍ଚ୍ଚା ହେଉଛି। ପ୍ରାୟ ୨ ସପ୍ତାହ ତଳେ ସେ ଇସ୍ତଫା ପତ୍ର ପଠାଇଥିବାବେ‌ଳେ ଏବେ ଲୋକଲୋଚନକୁ ଆସିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।