ମୋ ଟିଭି ଓଡିଶା / ସୋର : ୦୮/୦୮/୨୦୨୪
ସୋର ବ୍ଲକ ସାଜନପୁର ପଂଚାୟତ ଶିରାପୁର ନୋଡାଲ ବିଦ୍ୟଳୟରେ ଆଜି ମଧ୍ୟାହ୍ନରେ ମଧ୍ୟାହ୍ନ ଭୋଜନ ଖାଇ ୫୦ ରୁ ଉର୍ଦ୍ଧ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ସୋର ଡାକ୍ତରଖନାରେ ଭର୍ତି ହୋଇଛନ୍ତି। ଆଜି ମଧ୍ୟାହ୍ନରେ ୩ ସହ ଜଣ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ତରକାରୀ ଓ ଭାତ ଦିଆଯାଇଥିଲା।
କିଛି ସମୟ ପରେ ଖାଦ୍ୟ ରେ ଝିଟିପିଟି ପଡ଼ିଥିବା ଦେଖିବା ପରେ ବିଦ୍ୟାଳୟରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ବନ୍ଦ କରାଯାଇଥିଲା। ଖାଇବା ପରେ କେତେଜଣ ପିଲାଙ୍କ ପେଟ କାଟିବା ସହ ଛାତିରେ ଯନ୍ତ୍ରଣା ଅନୁଭବ କରି ଅସୁସ୍ଥ ହୋଇପଡିଥିଲେ। ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ଓ କମିଟି ମେମ୍ବର ମାନେ ୧୦୮ ଆମ୍ବୁଲାନ୍ସ ଓ ମେଡିକାଲ ଗାଡି ଯୋଗେ ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତି କରାଯାଇଛି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।