MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କବିସୂର୍ଯ୍ୟ ବଳଦେବ ପବ୍ଲିକ ସ୍କୁଲ ରେସ୍ୱାଧୀନତା ଦିବସ ପାଳିତ l

ମୋ ଟିଭି ଓଡିଶା / ଗଞ୍ଜାମ :

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ସ୍ଥିତ କବିସୂର୍ଯ୍ୟ ବଳଦେବ ପବ୍ଲିକ ସ୍କୁଲ ଠାରେ 78 ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା ସଭାପତି ତଥା ସାମ୍ବାଦିକ ସରୋଜ କୁମାର ମିଶ୍ର ଙ୍କ ସଭାପତିତ୍ୱ ଓ ସମ୍ପାଦକ ପୀତବାସ ଦାଶ ଙ୍କ ତତ୍ୱାବଧାନ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ କବିସୂର୍ଯ୍ୟନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିମନ୍ୟୁ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଦେଶରେ ସୁ ନାଗରିକ ହୋଇ ଗଣତନ୍ତ୍ର କୁ ସୁଦୃଢ କରିବାକୁ ନିଜ ବକ୍ତବ୍ୟ ରେ ଛାତ୍ର ଛାତ୍ରୀ ଙ୍କୁ ମୁଖ୍ୟ ଅତିଥି ଉଦବୋଧନ ଦେଇଥିଲେ..ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ନାରାୟଣୀ ପ୍ରସାଦ ମିଶ୍ର,ପ୍ରଣୟ ମହାପାତ୍ର, ଆଦିତ୍ୟନାଥ ତ୍ରିପାଠୀ, କୃଷ୍ଣ ନାହାକ, ସନ୍ତୋଷ ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ l ଶେଷରେ ସ୍କୁଲ ପକ୍ଷରୁ କୃତି ପ୍ରତିଯୋଗିଙ୍କୁ ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ..ଉତ୍ସବ କୁ ବିଦ୍ୟାଳୟ ର ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ ପରିଚାଳନା କରିଥିଲେ
ଗଞ୍ଜାମ ରୁ ଭଗବାନ ପାଢ଼ୀ ଙ୍କ ରିପୋଟ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।