MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଟ୍ରକ ଓ ବୋଲେରୋ ମୁହାଁ ମୁହିଁ ଧକ୍କା, ୭ଗୁରୁତର


ମୋ ଟିଭି ଓଡିଶା / କଳାହାଣ୍ଡି, : ୧୬/୦୮

ଆଜି ସକାଳ ଭୋର 3 ଟା ସମୟରେ ଜାତୀୟ ରାଜପଥ ୨୬ କେସିଙ୍ଗା ରିଲାଏନ୍ସ ଟ୍ରେଣ୍ଡସ ଦୋକାନ ସାମ୍ନାରେ ଏକ ବୋଲେରୋ ଓ ଟ୍ରକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବାରୁ ସାତ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି।

ଜଣେ ସଙ୍କଟାପନ୍ନ ଅନାସ୍ଥା ରେ ଥିବାବେଳେ ବଳକା ୬ବି ଗୁରୁତର ଅଛନ୍ତି। ସମସ୍ତ ଙ୍କୁ ଉଦ୍ଧାର କରାଯାଇ କେସିଙ୍ଗା ହସ୍ପିଟାଲ ରେ ଚିକିତ୍ସା ପରେ ଭବାନୀପାଟଣା ହସ୍ପିଟାଲ କୁ ସ୍ଥାନାନ୍ତରିତ କରାଯାଇଛି। ଏମାନେ ଛତିଶଗଡ଼ ବସ୍ତର ରୁ ହୀରାକୁଦ ବୁଲିବାକୁ ଯାଉଥିଲେ।
ରିପୋର୍ଟ-ସନତ ପ୍ରଧାନୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।