February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ନୂତନ ଶ୍ରେଣୀ ଗୃହ ଉଦଘାଟନ କଲେ କୋକସରା ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ।

କଳାହାଣ୍ଡି ( ମୋ ଟିଭି ଓଡିଶା ) : ୩୦/୦୮


କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅଧୀନରେ ଥିବା କାଶିବାହଲ ଧନସରା ପ୍ରାଥମିକ ବିଦ୍ୟାଳୟର ନବ ନିର୍ମିତ ଶ୍ରେଣୀ ଗୃହ କୁ ଶୁକ୍ରବାର ମୁଖ୍ୟ ଅତିଥୀ ଭାବେ କୋକସରା ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ ଓ ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ଯୋଗଦେଇ ଉଦଘାଟନ କରିଛନ୍ତି।

ଏହି ଅବସର ରେ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ସ୍କୁଲ ର ପ୍ରଧାନ ଶିକ୍ଷୟିତ୍ରୀ କସ୍ତୁରୀ ଛାତ୍ରୀଆ, ସହ ଶିକ୍ଷୟିତ୍ରୀ ତରୁଲତା ନାଏକ ଙ୍କ ସହ ସ୍କୁଲ ର ବିଭିନ୍ନ ବିଷୟରେ ଆଲୋଚନା କରିବା ପରେ ଛାତ୍ରଛାତ୍ରୀ ଙ୍କ ସହ ମଧ୍ୟ ପାଠପଢା ଉପରେ ପଚାରି ବୁଝିଥିଲେ। ଜନ ପ୍ରତିନିଧି ଙ୍କ ସହ ଯୁବ ସମାଜସେବୀ ପ୍ରଣବ ବେହେରା,ସଞ୍ଜୟ ସିଙ୍ଘଲ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।