MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଗଞ୍ଜେଇ ଚାଲଣ ବେଳେ ମାଡିବସିଲା ପୋଲିସ

ଗଞ୍ଜେଇ ଚାଲଣ ବେଳେ ମାଡିବସିଲା ପୋଲିସ : ଗଞ୍ଜେଇ ସହ ମୋବାଇଲ ଓ ବାଇକ ଜବତ : ଦୁଇ ଗିରଫ


ବାଲିଗୁଡା : (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା।ବାଲିଗୁଡା ପୋଲିସ ପକ୍ଷରୁ ଏସଆଇ ସଞ୍ଜୟ କୁମାର ସ୍ୱାଇଁ ଙ୍କ ନେତୃତ୍ବରେ ସୋମବାର ପାଟ୍ରୋଲିଂ କରାଯାଉଥିବା ବେଳେ ଗୋଇବନ୍ଧା ଛକ ଠାରେ ଏକ ବାଇକ ନଂ.ଓଡି-୦୩-ୱାଇ- ୪୪୬୪ ଯୋଗେ ଗଞ୍ଜେଇ ଚାଲଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ପୋଲିସ ମାଡି ବସିଥିଲା l ଉକ୍ତ ବାଇକରେ ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଅଭିଯୁକ୍ତ ବରଗଡ ଜିଲ୍ଲା ଖଇରାପାଲି ଅଞ୍ଚଳର ସୁଶୀଲ କୁମ୍ଭାର ଓ ବଲାଙ୍ଗୀର ଜିଲ୍ଲା ମୋହନାବନ୍ଧ ଅଞ୍ଚଳର ବାଳକୃଷ୍ଣ ଦାସ ଉଭୟଙ୍କ ପାଖରୁ ୧୦ କିଲୋ ୧୫୦ ଗ୍ରାମ ଗଂଜେଇ ସହ ନଗଦ ୨୫୦୦ ଟଙ୍କା ଓ ଦୁଇ ମୋବାଇଲ ଜବତ କରାଯାଇ ସେମାନଙ୍କ ନାମରେ କେଶ ନଂ.୨୦୧/୨୪ ପ୍ରକାରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ବିଷୟ ବାଲିଗୁଡ଼ା ଥାନା ଆଇଆଇସି ସୁଶାନ୍ତ କୁମାର ସାହୁ ପ୍ରକାଶ କରିଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।