February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ବିଭାଗରେ ସ୍ଵାଗତ ସମାରୋହ


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ଙ୍କୁ ସ୍ଵାଗତ ସମାରୋହ ଉତ୍ସବ ଆୟୋଜିତ ହୋଇଯାଇଛି। ଉକ୍ତ ସମାବେଶରେ ମୁଖ୍ୟ ଅତିଥି ଭାବେ ରାମନାଗୁଡା ସରକାରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ କୈଳାସ ମଳିକ, ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ବିଭାଗୀୟ ମୁଖ୍ୟ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ଅଧ୍ୟାପିକା ସ୍ନେହଲତା ମାଝୀ, ଅଧ୍ୟାପିକା ସୁଲୋଚନା କହଁର, ଅଧ୍ୟାପକ ରୂପେଶକୁମାର ତ୍ରିପାଠୀ ପ୍ରମୁଖ ଯୋଗ ଦେଇ ଛାତ୍ର ଜୀବନର ମହତ୍ତ୍ଵ ବଖାଣି ଥିଲେ ।

ଛାତ୍ରୀ ମାମାଲି ପାତ୍ର ସଂଯୋଜନା କରିଥିଲେ l ଯାଜ୍ଞସେନୀ, ତପସ୍ଵିନୀ, ଆଲୋକ, ବିଜ୍ଞାନୀ, ପୁଷ୍ପାଞ୍ଜଳି, ବଳରାମ, ଆୟିଶା,ଅର୍ଚ୍ଚନା, ସୁପ୍ରଭା, ଜ୍ୟୋତି, ପ୍ରମୁଖ ଉପସ୍ଥିତ ରହି ସ୍ଵାଗତ ସଙ୍ଗୀତ ଗାନ କରିବା ସହନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।