ମୋ ଟିଭି ଓଡିଶା / ଆଗରପଡ଼ା,ତା୨୪/୯:
ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇଙ୍କ ମାଆ ତଥା ବଳରାମ ଘଡ଼େଇଙ୍କ ପତ୍ନୀ କମଳାଙ୍କ ଏକାଦଶାହ ରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ତାଙ୍କ ପ୍ରତି ଶ୍ରଦ୍ଧା ସୁମନ ଜ୍ଞାପନ କରିଥିଲେ ।
ସାଂସଦ ଅଭିମନ୍ୟୁ ସେଠୀ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ,ବିଧାୟକ ସଞ୍ଜୀବ ମଲ୍ଲିକ, ଜିଲ୍ଲା ପରିଷଦ ସଭାପତି ପ୍ରଫୁଲ୍ଲ ଜେନା, ବିଡିଓ ପ୍ରଦୀପ ସେଠୀ,ବିଜେପି ନେତା ଡ.ସୁଧାଂଶୁ ଶେଖର ନାୟକ,ବିଜେଡି ଜିଲ୍ଲା ଉପସଭାପତି ପ୍ରଶାନ୍ତ ଦାଶ, ନିର୍ବାଚନ ମଣ୍ଡଳୀ ସଭାପତି ବିପିନ ନାୟକ, ବ୍ଲକ ଯୁବ ସଭାପତି ସତ୍ୟସାଧନ ବେଜ, ଛାତ୍ର ସଭାପତି ପ୍ରଣବ ଲେଙ୍କାଙ୍କ ସମେତ ବହୁ ନିର୍ବାଚିତ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।