January 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶିଳ୍ପ ହବ୍‌‌ ହେବାକୁ ଯାଉଛି ଓଡ଼ିଶା- ମୁଖ୍ୟମନ୍ତ୍ରୀ

ମୋ ଟିଭି ଓଡିଶା / ନୂଆଦିଲ୍ଲୀ:

ଶିଳ୍ପ ହବ୍‌‌ ହେବାକୁ ଯାଉଛି ଓଡ଼ିଶା। ଦିଲ୍ଲୀରେ ନିବେଶକଙ୍କ ସହ ଆଲୋଚନା ହେବା ପରେ ଏହି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ପୁଞ୍ଜି ବିନିଯୋଗ ନେଇ ସକରାତ୍ମକ ଆଲୋଚନା ହୋଇଛି। ୨୦୨୫ରେ ଓଡ଼ିଶାରେ ସର୍ବବୃହତ ଶିଳ୍ପ କନକ୍ଲେଭ ହେବାକୁ ଯାଉଛି। ସେମିକଣ୍ଡକ୍ଟର, ପେଟ୍ରୋ-କେମିକାଲ୍ସ, ଆଇଟିରେ ବିନିଯୋଗ ହେବାର ସମ୍ଭାବନା ରହିଥିବା ବେଳେ ଗ୍ରୀନଏନଜ୍ରିରେ ମଧ୍ୟ ବିନିଯୋଗ ବଢିବ।

ଏହା ୨୦୩୬ରେ ସମୃଦ୍ଧ ଓଡ଼ିଶା ଓ ୨୦୪୭ରେ ବିକଶିତ ଓଡ଼ିଶା ଗଠନ ପାଇଁ ନିଶ୍ଚିତ ଭାବେ ଏହା ସୁଦୃଢ ମୂଳଦୁଆ ପକାଇବ। ଉତ୍କଷ୍ଟ ଓଡ଼ିଶା କନକ୍ଲେଭ୍‌‌ରେ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ୱାନ୍‌‌ ଟୁ ୱାନ୍‌‌ ଆଲୋଚନା କରିଛନ୍ତି।

ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ବାଣିଜ୍ୟ କମିଶନର, ହାଇକମିଶନର ଓ କୂଟନୀତିଜ୍ଞ ମଧ୍ୟ ଉପସ୍ଥିତ ରହିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।