January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜ୍ୟ ସ୍ତରୀୟ ଭଳିବଲ ପାଇଁ ଜବାହାର ଉଚ୍ଚ ବିଦ୍ୟାଳୟ ର ୪ ଛାତ୍ରଛାତ୍ରୀ ମନୋନୀତ।

ମୋ ଟିଭି ଓଡିଶା / କଳାହାଣ୍ଡି : ୦୬/୧୦
ରିପୋର୍ଟ-ସନତ କୁମାର ପ୍ରଧାନୀ


ରାଜ୍ୟ ସ୍ତରୀୟ ଅଣ୍ଡର ୧୪/୧୭ ଭଳିବଲ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଜବାହାର ଉଚ୍ଚ ବିଦ୍ୟାଳୟ ର ୪ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।

ଆସନ୍ତା ୬/୧୦ ଠାରୁ ୯/୧୦ ପର୍ଯ୍ୟନ୍ତ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଏମ. ଆର ବାଳକ ହାଇସ୍କୁଲ ଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଭଳିବଲ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।

ଜବାହାର ଉଚ୍ଚ ବିଦ୍ୟାଳୟ ର କ୍ରୀଡା ଶିକ୍ଷକ ଅମିତ କୁମାର ମହାନ୍ତି ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅଣ୍ଡର ୧୭ ରେ ଛାତ୍ରୀ ଜ୍ୟୋତ୍ସ୍ନାମୟୀ ପ୍ରଧାନୀ,ରୂପାଲି ନାଏକ,ପଲ୍ଲବି ନେଗି ଓ ଅଣ୍ଡର ୧୪ ରେ ଛାତ୍ର ନରୋତ୍ତମ ପଟ୍ଟନାୟକ ରାଜ୍ୟ ସ୍ତରୀୟ ଭଳିବଲ କ୍ରୀଡା ପାଇଁ ମନୋନୀତ ହୋଇଛନ୍ତି।

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।