February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶୈବପୀଠ ରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ।


ମୋ ଟିଭି ଓଡିଶା / କଳାହାଣ୍ଡି : ୧୪/୧୦
ରିପୋର୍ଟ—ସନତ ପ୍ରଧାନୀ


କୋକସରା ବ୍ଲକ ଫୁଫଗାଁ ପାହାଡେଶ୍ୱର ମନ୍ଦିର କମିଟି ପକ୍ଷରୁ ମନ୍ଦିର ପରିସରରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ମନ୍ଦିର କମିଟି ର ସଭାପତି ଜୟରାମ ପୁଝାରି ଙ୍କ ନେତୃତ୍ୱରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ସରପଞ୍ଚ ଫୁଫଗାଁ ପଞ୍ଚାୟତ ଗଜାନନ ପୁଝାରି,ସମ୍ପାଦକ ପ୍ରଦୀପ ପଟେଲ, କୋଷାଧ୍ୟକ୍ଷ ପ୍ରଭୁଲାଲ ପଟେଲ,କୁମୁଦ ଚନ୍ଦ୍ର ପଟେଲ, ରାଧାକାନ୍ତ ପଟେଲ, ପ୍ରଦୀପ ନାଏକ, ଜଳଧର ପଟେଲ, ଭୁବନେ ପଟେଲ, ଶତ୍ରୁଘନ ପୁଝାରି, ପ୍ରେମଲାଲ ପଟେଲ, ସୋମବାରୁ ମାଝୀ ଓ ଗ୍ରାମବାସୀ ଙ୍କ ମିଳିତ ଉଦ୍ୟମରେ ଯୋଗଦେଇ ମନ୍ଦିର ପରିସରରେ ରହିଥିବା ଅଳିଆ ଆବର୍ଜନା ସଫା ସୁତୁରା କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।