ଭୁବନେଶ୍ୱର ତା- ୦୧ .୧୧. ୨୦୨୪
ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ଦିନ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ ।
ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।