February 1, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୬ ମାସ ହେଲା ଦରମା ମିଳୁନି, ଧାରଣାରେ ବସିଲେ ଅଧ୍ୟାପକ, ଅଧ୍ୟାପିକା

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ନେତାଜୀ ସୁଭାଷ ବୋଷ ଡ଼ିଗ୍ରୀ ମହାବିଦ୍ୟାଳୟ ଅଧ୍ୟାପକ ଏବଂ ଅଧ୍ୟାପିକାଙ୍କୁ ଦରମା ମିଳନୁାହିଁ।


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ନେତାଜୀ ସୁଭାଷ ବୋଷ ଡ଼ିଗ୍ରୀ ମହାବିଦ୍ୟାଳୟ ଅଧ୍ୟାପକ ଏବଂ ଅଧ୍ୟାପିକାଙ୍କୁ ଦରମା ମିଳନୁାହିଁ।

ଉପଜିଲାପାଳଙ୍କ ହସ୍ତକ୍ଷେପ ସତ୍ବେ ଦରମା ନ ମିଳିବାରୁ ଏହା ପ୍ରତିବାଦରେ ସେମାନେ ଧାରଣା ଦେଇଛନ୍ତି। ପ୍ରକାଶ ଯେ, ୨୦୨୪ ମେ ମାସ ୧ ତାରିଖରେ ଅର୍ଥନୀତି ଅଧ୍ୟାପକ ଭାବେ ସନ୍ୟାସୀ ସାହୁ, ରାଜନୀତି ବିଜ୍ଞାନ ଅଧ୍ୟାପକ ଭାବେ ସନ୍ତୋଷ କୁମାର ବେହେରା, ଇତିହାସ ଅଧ୍ୟାପିକା ବନ୍ଧନା ନାୟକ, ଓଡ଼ିଆ ଅଧ୍ୟାପକ ସମୀର କହଁର, ଖେଳ ଶିକ୍ଷକ ଶୁଭାଶିଷ କହଁର ଓ ଡାଟା ଏଣ୍ଟ୍ରି ଅପରେଟର ଅଭିନାଶ ବଳିଆରସିଂଙ୍କୁ ନିଯୁକ୍ତି ମିଳିଥିଲା।

ସେମାନେ ନିଜ କର୍ତ୍ତବ୍ୟ ସୁଚାରୁ ରୂପେ ପାଳନ କରି ଆସୁଛନ୍ତି । କିନ୍ତୁ ଆଜକୁ ୬ ମାସ ହେଲାଣି ଦରମା ପାଇନାହାନ୍ତି। ସେମାନେ ଉପ-ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିବା ସତ୍ବେ କୌଣସି ପ୍ରକାର ସୁଫଳ ନ ମିଳିବାରୁ ବାଧ୍ୟହୋଇ ଧାରଣା ଦେଇଥିବା କହିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।