ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୨୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୨୦୦ ଓ ୧୩୧୦ ଟଙ୍କା ହ୍ରାସ ପାଇଛି।
ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୩୯୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୨୦୦ ଓ ୧୩୧୦ ଟଙ୍କା କମିଛି। ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୨୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୨୦୦ ଓ ୧୩୧୦ ଟଙ୍କା ହ୍ରାସ ପାଇଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭, ୨୪୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୨୦୦ ଓ ୧୩୧୦ ଟଙ୍କା ଖସିଛି।
ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୨୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୭,୯୩୦ ଟଙ୍କା ରହିଛି। ତେବେ, ଏଠି ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୨୦୦, ୨୪ କ୍ୟାରେଟ୍ ରେ ୧୩୧୦ ଓ ୧୮ କ୍ୟାରେଟ୍ ରେ ୯୮୦ ଟଙ୍କା ହ୍ରାସ ପାଇଛି।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଭୁବନେଶ୍ବରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡ଼ିବ ବସ୍।
ରାସନ କାର୍ଡକୁ ନେଇ ଆସିଲା ବଡ ଖବର ।