February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବିଜେପି ପ୍ରଚାର ପାଇଁ କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ।


କଳାହାଣ୍ଡି : ୦୧/୦୪ : କଳାହାଣ୍ଡିରେ ଆଜିଠାରୁ ବିଜେପି ର ହାଇଟେକ୍ ପ୍ରଚାର । ଜୁନାଗଡ ନିର୍ବାଚନ ମଣ୍ଡଳୀ ଗୋଲାମୁଣ୍ଡା ବ୍ଲକର ଉଦେଶୄଙ୍ଗ ଠାରେ ଆଜି କେନ୍ଦ୍ରମନ୍ତ୍ରୀ ଭୁପେନ୍ଦ୍ର ଯାଦବ କଳାହାଣ୍ଡି ବିଜେପି ସାଂସଦ ପ୍ରାର୍ଥୀ ମାଳବିକା କେଶରୀ ଦେଓ ଏବଂ ବିଧାୟକ ପ୍ରାର୍ଥୀ ମନୋଜ ମେହେରଙ୍କ ପାଇଁ ଭୋଟଭିକ୍ଷା କରିଛନ୍ତି ।

ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ଯାଦବ ହେଲିକ୍ୟାପ୍ଟର ଯୋଗେ ପହଞ୍ଚିବା ପରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦଙ୍କ ନେତୄତ୍ବରେ ଅନୁଷ୍ଠିତ ଏକ ବିଶାଳ ମିଶ୍ରଣ ପର୍ବରେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଗୋଲାମୁଣ୍ଡା ବ୍ଲକରୁ ଶହଶହ ବିଜେଡି ଓ କଂଗ୍ରେସ କର୍ମୀ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଥିଲେ ।

ବିଜେଡି ଓ କଂଗ୍ରେସ ଉପରେ ବର୍ଷିବା ସହ ପାଣ୍ଡିଆନଙ୍କ ଯୋଗୁଁ ଓଡିଆ ଅସ୍ସୀତା ଉପରେ ସେ ପ୍ରଶ୍ନ କରିଥିଲେ କେନ୍ଦ୍ରମନ୍ତ୍ରୀ ଭୁପିନ୍ଦ୍ର ଯାଦବ ।ଗୋଲାମୁଣ୍ଡା ବ୍ଲକ ଡଙ୍ଗରିଗୁଡା ଗାଁର ଜଣେ ଦଳିତ ପରିବାର ଗଗନେ ମହାନନ୍ଦର ପ୍ରଧାନମନ୍ତ୍ରୀ ଆବାସ ଘରରେ ଭୋଜନ କରିଥିଲେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ।।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।