ଏଣିକି ପ୍ରେସକିପସନରୁ ମିଳିବ ମୁକ୍ତି । ଗୋଟିଏ କାର୍ଡରେ ରହିବ ରୋଗୀଙ୍କ ସମସ୍ତ ଡାଟା । ଖୁବଶୀଘ୍ର ସରକାର ଲାଗୁ କରିବେ ନ୍ୟାସନାଲ ଡିଜିଟାଲ ହେଲଥ୍ ମିଶନ । ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ନ୍ୟାସନାଲ ହେଲଥ ଅଥରିଟି ଅଧୀନରେ ରହିବ ଆଭା କାର୍ଡ । ଏହାର ନାଁ ରହିବ ଆୟୁଷ୍ମାନ ଭାରତ ହେଲଥ ଆକାଉଣ୍ଟ ବା ଆଭା କାର୍ଡ ।
କୁ୍ୟଆର କୋର୍ଡ ସ୍କାନ କଲେ ପୂର୍ବ ରୋଗ ସମ୍ପର୍କରେ ତଥ୍ୟ ମିଳିପାରିବ । ଲୋକସଂଖ୍ୟା ଅନୁସାରେ ଆଭା ଆକାଉଣ୍ଟ ରେଜିଷ୍ଟ୍ରେସନ କରିପାରିବେ । ଫେବ୍ରୁଆରୀ ପୂର୍ବରୁ କାର୍ଡ ବଣ୍ଟନ ନେଇ ଯୋଜନା ଚାଲିଥିବା କହିଛନ୍ତି ମନ୍ତ୍ରୀ । ଅନଲାଇନରେ କାର୍ଡ ଆବେଦନ କରିହେବ ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ।
ବେଙ୍ଗାଲୁରୁ ପରେ ଅହମଦାବାଦରେ ଚାଇନାର ନୂଆ ଭାଇରସ୍ ଚିହ୍ନଟ।
କାଉଡୋଳା ନିକଟରେ କାର ଦୁର୍ଘଟଣା ଶିଶୁ ସମେତ ୩ ଗୁରୁତର।