ଭୁବନେଶ୍ୱରର ଚନ୍ଦ୍ରଶେଖରପୁର-ଡମଣା ରାସ୍ତାରେ ଏହି ଅଭାବନୀୟ ଘଟଣା ଘଟିଛି। ପ୍ରଥମେ ସଫେଇ ଗାଡିଟି ହଠାତ୍ ଜଳିଥିଲା। ଆଉ ତା’ପରେ ରାସ୍ତା ମଝିରେ ଢୋ ଢୋ ଫୁଟିଥିଲା। ଲୋକେ ଭୟଭୀତ ହୋଇ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ସୂଚନା ପାଇବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲା। ସଫେଇ ଗାଡିଟି ସମ୍ପୂର୍ଣ୍ଣ ପୋଡ଼ି ଯାଇଥିବା ଦେଖିବାକୁ ମିଳିଛି।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।