ପୂର୍ବରୁ ହିତାଧିକାରୀଙ୍କ ପାଖରେ କାର୍ଡ ଥିଲେ ମଧ୍ୟ ପ୍ରତ୍ୟାଖିତ ହେଉଥିଲା । ମନ ଇଚ୍ଛା ହସ୍ପିଟାଲ ବିଲ୍ କରି ଲୋକଙ୍କୁ ଶୋଷଣ କରାଯାଉଥିଲା । ଏହି ଦୁର୍ନୀତିର ବର୍ତ୍ତମାନ ତଦନ୍ତ କରାଯିବ ବୋଲି କହିଛନ୍ତି ରାଜ୍ୟ ଆଇନ ମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ପୂର୍ବ ସରକାରରେ ଥିବା ଅନେକ ଲୋକ ଦୁର୍ନୀତିରେ ସମ୍ପୃକ୍ତ ଥିଲେ, ଯାହା ଖୁବଶୀଘ୍ର ତଦନ୍ତ ପ୍ରକ୍ରିୟା ଆରମ୍ଭ କରାଯିବ ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଆମପାଣି ସରକାରୀ ଏସ୍ଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବ ପାଳିତ।
୨୭ ତମ ବାର୍ଷିକ ଉତ୍ସବ ଓ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଉଦଯାପିତ : ଶତାଧିକ ଗାୟତ୍ରୀ ଭକ୍ତଙ୍କ ସମାଗମ
କୃଷି ଓ ମୃତ୍ତିକା ସମ୍ପର୍କରେ ସଚେତନତା ଓ ତାଲିମ ଶିବିର ଅନୁଷ୍ଠିତ।