MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସିନ୍ଦ୍ରିଗାଁ ପଞ୍ଚାୟତର ବୋରୀପଡା ଗ୍ରାମର ବାପୁଜୀ ବେହେରା (୨୩) ନାମକ ଜଣେ ଯୁବକ ବାରିପଟେ ଥିବା କୂଅରେ ଲାଗିଥିବା ଟୁଲୁ ମୋଟରକୁ ଚାଲୁ କରିବା ନିମନ୍ତେ ଯାଇଥିଲା। ସେଠାରେ କୌଣସି କାରଣ ବଶତଃ ଅଚେତ୍ ହୋଇ ପଡିଯାଇଥିଲା। ସଙ୍ଗେ ସଙ୍ଗେ ପରିବାର ଲୋକେ ସିନ୍ଦ୍ରିଗାଁ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବାଲିଗୁଡା ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି କୁ ଅନୁଧ୍ୟାନ କରି ବାଲିଗୁଡା ପୋଲିସ୍ କେଶ ନଂ. ୧୨/୨୪ରେ ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ବିଷୟ ଥାନା ଭାରପ୍ରାପ୍ତ ଅଧିକାରୀ ସୁଶାନ୍ତ କୁମାର ସାହୁ ପ୍ରକାଶ କରିଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।