MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜିଏଲ୍ ଚର୍ଚ୍ଚ ଅଡିଟ ଦାବି ନେଇ ଅତିରିକ୍ତ ଜିଲ୍ଲାପାଳ ସୁନ୍ଦରଗଡ଼ଙ୍କୁ ଘେରିଲେ ବିଭିନ୍ନ ଚର୍ଚ୍ଚର ଫାଦର ସମୁହ ।

ସୁନ୍ଦରଗଡ(ଦେବେନ୍ଦ୍ର କୁମାର ଭିତ୍ରିଆ) :

ଆଜି ନଭେମ୍ବର 8 ତାରିଖ ଶୁକ୍ରବାର 12:30 ମିନିଟ ସମୟରେ ଜିଏଲ୍ ଚର୍ଚ୍ଚ କମିଟି, ଅତିରିକ୍ତ ଜିଲ୍ଲାପାଳ ସୁନ୍ଦରଗଡ଼ଙ୍କୁ କାର୍ଯ୍ୟାନୁଷ୍ଠାନ ନ ନେବା କାରଣରୁ ଘେରିଲେ ।

ସୂଚନା ଥାଉକି ପୁର୍ବରୁ ଖାଉଟି ଅଦାଲତ ଅତିରିକ୍ତ ଜିଲ୍ଲପାଳଙ୍କୁ ଏହି ଚର୍ଚ୍ଚ ମାନଙ୍କର ଅଡିଟ ରିପୋର୍ଟ ମାସକ ମଧ୍ୟରେ ପ୍ରଦାନ କାରିବାକୁ ନିର୍ଦ୍ଦେଶ ଦେଇଥିଲେ । ଇତି ମଧ୍ୟରେ 8 ମାସ ବିତି ଯାଇଥିଲେ ମଧ୍ୟ ଅତିରିକ୍ତ ଜିଲ୍ଲାପାଳ ମହୋଦୟ କୌଣସି କାର୍ଯ୍ୟନୁଷ୍ଠାନ ନେଇ ନ ଥିବା କାରଣ ରୁ ଫାଦର ସମୁହ ବିକ୍ଷୋବ କରିଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।