January 27, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଲଡୁଗାଁ ପିଏଚସି ରେ ମାନସିକ ରୋଗ ନିର୍ଣ୍ଣୟ ଓ ଚିକିତ୍ସା ଶିବିର ଅନୁଷ୍ଠିତ।

ମୋ ଟିଭି ଓଡିଶା / କଳାହାଣ୍ଡି:୧୯/୦୯


କଳାହାଣ୍ଡି ଜିଲ୍ଲା କୋକସରା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ର ଆୟୋଜନ ରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଲଡୁଗାଁ ଠାରେ ଗୁରୁବାର ମାନସିକ ରୋଗ ଚିଂହ୍ନଟ ଓ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା।

କାର୍ଯ୍ୟକ୍ରମ କୁ ଡିପିଏଚଓ ଡ଼. ରାଜେଶ କୁମାର ସାହୁ ଉଦଘାଟନ କରିଥିଲେ। ଏହି ଶିବିର ରେ ଆସିଷ୍ଟାଣ୍ଡ ପ୍ରଫେସର ମାନସିକ ରୋଗ ଡ଼. ପ୍ରବୀଣ କୁମାର ସାହୁ ଶିବିର କୁ ଆସିଥିବା ମାନସିକ ରୋଗୀ ଙ୍କୁ ପରୀକ୍ଷା କରିବା ସହ ଚିକିତ୍ସା କରିଥିଲେ।

ଶିବିର ରେ କୋକସରା ସିଏଚସି ଭାରପ୍ରାପ୍ତ ଡ଼. ତତ୍ଵଦର୍ଶୀ ଦାସ, ଜନସ୍ଵାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶର୍ମିଳା ଛାତ୍ରୀଆ,ବିପିଏଚଓ ସୁରଜିତ ସିଂ କୁମାର,ଫାର୍ମାସିଷ୍ଟ ସୁଧୀର ଧଙ୍ଗଡା ମାଝୀ,ସ୍ୱାସ୍ଥ୍ୟ ପରିଦର୍ଶକ କେତନ ପାତ୍ର,ମାନସିକ ରୋଗ ନିରାକରଣ ସ୍ୱେଚ୍ଛାସେବୀ ଅନୟାତ ମହମ୍ମଦ, ନର୍ସିଂ କର୍ମଚାରୀ ରୋଜାଲିନା ମଲ୍ଲିକ, ପୁରୁଷ ସ୍ୱାସ୍ଥ୍ୟ କର୍ମି ଶ୍ରବଣ ପାଢ଼ୀ,ରଜନୀ ଚଳାନ,ମଳୟ ଠାକୁର ସମେତ ଆଶା କର୍ମି ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।