MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ।



ମୋଟିଭି ଓଡିଶା / ସୋର
ତା – ୦୮/୦୬/୨୦୨୪

ସୋର ଷ୍ଟେସନରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ତାଳଚେରରୁ ଝାଡ଼ଖଣ୍ଡ ଅଭିମୁଖେ ଯାଉଥିବା ବେଳେ ସୋର ଷ୍ଟେସନ ଠାରେ ନିଆଁ ଲାଗିଥିବାର ଗାର୍ଡ ଦେଖିବା ପରେ ସୋର ଷ୍ଟେସନ ମାଷ୍ଟରଙ୍କୁ ଜଣାଇଥିଲେ। ପରେ ଟ୍ରେନଟିକୁ ସୋର ଷ୍ଟେସନରେ ଅଟକ ରଖାଯାଇ ସୋର ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗର ଦୁଇଟି ଦମକଳ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଆୟତ୍ତ ହେବା ପରେ ଟ୍ରେନଟି ଗନ୍ତବ୍ୟ ସ୍ଥଳକୁ ଯାଇଥିବା ଜଣାପଡିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।