MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଏଣିକି ପ୍ରେସକିପସନରୁ ମିଳିବ ମୁକ୍ତି

ଏଣିକି ପ୍ରେସକିପସନରୁ ମିଳିବ ମୁକ୍ତି । ଗୋଟିଏ କାର୍ଡରେ ରହିବ ରୋଗୀଙ୍କ ସମସ୍ତ ଡାଟା । ଖୁବଶୀଘ୍ର ସରକାର ଲାଗୁ କରିବେ ନ୍ୟାସନାଲ ଡିଜିଟାଲ ହେଲଥ୍ ମିଶନ । ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ନ୍ୟାସନାଲ ହେଲଥ ଅଥରିଟି ଅଧୀନରେ ରହିବ ଆଭା କାର୍ଡ । ଏହାର ନାଁ ରହିବ ଆୟୁଷ୍ମାନ ଭାରତ ହେଲଥ ଆକାଉଣ୍ଟ ବା ଆଭା କାର୍ଡ ।

କୁ୍ୟଆର କୋର୍ଡ ସ୍କାନ କଲେ ପୂର୍ବ ରୋଗ ସମ୍ପର୍କରେ ତଥ୍ୟ ମିଳିପାରିବ । ଲୋକସଂଖ୍ୟା ଅନୁସାରେ ଆଭା ଆକାଉଣ୍ଟ ରେଜିଷ୍ଟ୍ରେସନ କରିପାରିବେ । ଫେବ୍ରୁଆରୀ ପୂର୍ବରୁ କାର୍ଡ ବଣ୍ଟନ ନେଇ ଯୋଜନା ଚାଲିଥିବା କହିଛନ୍ତି ମନ୍ତ୍ରୀ । ଅନଲାଇନରେ କାର୍ଡ ଆବେଦନ କରିହେବ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।