February 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆମ୍ବୁଲାନ୍ସରେ ଲାଗିଲା ନିଆଁ |

ମୋଟିଭି ଓଡିଶା / ଭଦ୍ରକ : ଆମ୍ବୁଲାନ୍ସରେ ଲାଗିଲା ନିଆଁ | ଚାହୁଁ ଚାହୁଁ ହୁତୁ ହୁତୁ ହୋଇ ଜଳିଗଲା ଆମ୍ବୁଲାନ୍ସ | ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବେତଡ଼ା ମାର୍କେଟ ନିକଟରେ | ବେତଡ଼ା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିକୁ ଆଣିବାକୁ ଯାଇ ଜଳିଗଲା ଆମ୍ବୁଲାନ୍ସ |

ଆହତ ବ୍ୟକ୍ତିକୁ ଆମ୍ବୁଲାନ୍ସରେ ନେଉଥିବା ବେଳେ ହଠାତ ଗାଡ଼ିରେ ନିଆଁ ଲାଗି ଯାଇଥିଲା | ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣା ପଡ଼ିଛି | ତେବେ ଆମ୍ବୁଲାନ୍ସଟି ସମ୍ପୂର୍ଣ ଜଳି ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ଆମ୍ବୁଲାନ୍ସରେ ଥିବା ଡ୍ରାଇଭର ଏବଂ ସହଯୋଗୀଙ୍କ ସମେତ ରୋଗୀ ସୁରକ୍ଷୀତ ଥିବା ସୂଚନା ମିଳିଛି |ତେବେ ଆମ୍ବୁଲାନ୍ସରେ ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ |

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।