MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ।

ଆସନ୍ତାକାଲି ଓଡ଼ିଶା ଆସିଥାନ୍ତେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା । ହେଲେ ତାଙ୍କ ଗସ୍ତ କାର୍ୟ୍ୟକ୍ରମ ବାତିଲ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଯାଜପୁର ସାଂସଦ ରବି ନାରାୟଣ ବେହେରା। ପୂର୍ବତନ ମନମୋହନ ସିଂଙ୍କ ଦେହାନ୍ତ ପରେ ଏବେ ଦେଶ ଗୋଟିଏ ସପ୍ତାହ ପାଇଁ ଶୋକ ପାଳୁଛି ଯେଉଁଥିପାଇଁ ଅମିତ ଶାହାଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଏହାକୁ ସମ୍ମାନ ଦେଇ ଗୃହମନ୍ତ୍ରୀ ତାଙ୍କ ଗସ୍ତ କାର୍ୟ୍ୟକ୍ରମ ବାତିଲ କରିଛନ୍ତି । ଆସନ୍ତାକାଲି ସେ ଓଡ଼ିଶା ଆସି ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବାର ଥିଲା ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।