January 27, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମନ୍ତ୍ରୀ ପରିଷଦ ବୈଠକ ଶେଷ, ପ୍ରାୟ ୨ ଦଶମିକ ୯ ଲକ୍ଷ କୋଟି ଟଙ୍କାର ବଜେଟ ପ୍ରସ୍ତାବ ଉପରେ ଅନୁମୋଦନ

ମୋ ଟିଭି ଓଡିଶା / ଭୁବନେଶ୍ୱର :

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକ ଶେଷ। ପୂର୍ଣ୍ଣାଙ୍ଗ ବଜେଟ୍ ଚିଠା ପ୍ରସ୍ତାବ ଉପରେ ମୋହର ବାଜିଥିବା ସୂଚନା ରହିଛି । ବୈଠକରେ ପ୍ରାୟ ୨ ଦଶମିକ ୯ ଲକ୍ଷ କୋଟି ଟଙ୍କାର ବଜେଟ ପ୍ରସ୍ତାବ ଉପରେ ଅନୁମୋଦନ ଦିଆଯାଇଥିବା ସୂଚନା ରହିଛି। ସରକାରଙ୍କ ୧୦୦ ଦିନିଆ କାର୍ଯ୍ୟ ଖସଡ଼ା ସମ୍ପର୍କରେ ଆଲୋଚନା ହୋଇଛି। ବୈଠକରେ ଏମଏସପି ବୃଦ୍ଧି, ସେପ୍ଟେମ୍ବରରୁ ସୁଭଦ୍ରା ଯୋଜନା ପ୍ରଚଳନ ଆଦି ସମ୍ପର୍କରେ ଆଲୋଚନା କରାଯାଇଥିବା ସୂଚନା ରହିଛି।

ଦ୍ବିତୀୟ କ୍ଯାବିନେଟରେ ୫ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା। ସେଥିରୁ ପୂର୍ବ ସରକାର ସମୟରେ ଗ୍ରହଣ କରାଯାଇଥିବା ମଜୁରୀ ବୃଦ୍ଧି, ଶିକ୍ଷକ ନିଯୁକ୍ତି ଆଦି ପ୍ରସଙ୍ଗ ଅନ୍ତର୍ଭୁକ୍ତ ଥିଲା।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।