January 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ….

ମୋ ଟିଭି ଓଡିଶା / ନୂଆଦିଲ୍ଲୀ :

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ମେର୍ଲେନା ସିଂ ଶପଥ ଗ୍ରହଣ କରିଛନ୍ତି । ଆଜି ତାଙ୍କ ସହ କ୍ୟାବିନେଟର ପାଞ୍ଚ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି।

ରାଜନିବାସରେ ଆୟୋଜିତ ଏକ ସରଳ କାର୍ଯ୍ୟକ୍ରମରେ ଦିଲ୍ଲୀର ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ଆତିଶୀଙ୍କୁ ଶପଥ ପାଠ କରାଇଛନ୍ତି | ଅରବିନ୍ଦ କେଜ୍ରିୱାଲଙ୍କ ଇସ୍ତଫା ପରେ ସରକାର ଗଢିବା ନେଇ ଉପରାଜ୍ୟପାଳନଙ୍କୁ ପ୍ରସ୍ତାବ ଦେଇଥିଲେ ଆତିଶୀ।

ଉପରାଜ୍ୟପାଳଙ୍କ ଅନୁମୋଦନ କ୍ରମେ ସେ ଆଜି ବିଧିବଦ୍ଧ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ଗୋପାଳ ରାୟ, କୈଳାଶ ଗେହଲଟ, ସୌରଭ ଭରଦ୍ୱାଜ, ଇମ୍ରାନ ହୁସେନ ଏବଂ ମୁକେଶ ଅହଲୱାତ ମଧ୍ୟ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।