February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କୃଷି ଓ ମୃତ୍ତିକା ସମ୍ପର୍କରେ ସଚେତନତା ଓ ତାଲିମ ଶିବିର ଅନୁଷ୍ଠିତ।

କଳାହାଣ୍ଡି:୨୨/୦୧(ସନତ ପ୍ରଧାନୀ)


କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ବ୍ରାହ୍ମଣ ଛେଣ୍ଡିଆ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ କୃଷି ବିଭାଗ ପକ୍ଷରୁ ମୃତ୍ତିକା ସ୍ୱାସ୍ଥ୍ୟ ଓ ଉର୍ବରତା ଉପରେ ତାଲିମ ପ୍ରଦାନ ଓ ସଚେତନତା ଏବଂ ବୃହତ ଉଠା ଜଳ ସେଚନ ପ୍ରକଳ୍ପ ଅଞ୍ଚଳରେ ଫସଲ ବିବିଧି କରଣ ଯୋଜନା ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏଥିରେ ବ୍ଲକ କୃଷି ଅଧିକାରୀ ନୀଳକଣ୍ଠ ମେହେର, ବିଟିଏମ ଦେବାଶିଷ ଚାନ୍ଦ, ସହକାରୀ ବ୍ଲକ କୃଷି ଅଧିକାରୀ କମଲେସ ଶବର, ହେମାନନ୍ଦ ମାଝୀ, ଓ ଅର୍ଧେନ୍ଦୁ ସୁନ୍ଦର ନାୟକ, ଗ୍ରାମ୍ୟ କୃଷି କର୍ମଚାରୀ ଭାନୁମତି କୁମାର ପ୍ରମୁଖ ମଞ୍ଚାସିନ ହୋଇ ଚାଷ ଜମିରେ ରାସାୟନିକ ସାର ବଦଳରେ ଜୈବିକ ସାର ପ୍ରୟୋଗ କରି ଜୈବିକ ପଦ୍ଧତିର ଚାଷ କଳେ ମାଟିର ଉର୍ବରତା ବଢ଼ାଇବା ସହିତ ଭଲ ଫସଲ ଉତ୍ପାଦନ ହୋଇଥାଏ ବୋଲି ଅତିଥି ମାନେ ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମ କୁ ମୁକେଶ ଯୋଶୀ ପରିଚାଳନା କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।