February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାଲିଗୁଡା ବିଧାନସଭା : ବିଜେଡିର ଚକ୍ରମଣି କହଁର ବିଜୟୀ


ବାଲିଗୁଡ଼ା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଲୋକସଭା ଅନ୍ତର୍ଗତ ବାଲିଗୁଡାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ସମାପ୍ତ ହୋଇଛି । ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁର ୧୬୭୧ ଟି ଭୋଟ ବ୍ୟବଧାନ ରେ ବିଜୟୀ ହୋଇ ଦ୍ୱିତୀୟ ଥର ପାଇଁ ନିଜ ବିଧାୟକ ପଦ ବଜାୟ ରଖିଛନ୍ତି l ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁର ୪୩ ହଜାର ୫୮୬ଖଣ୍ତ ଭୋଟ ପାଇ ବିଜୟୀ ଲାଭ କରିଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ କଂଗ୍ରେସ ପ୍ରାର୍ଥୀ ଉପେନ୍ଦ୍ର ପ୍ରଧାନ ଙ୍କୁ ୪୧ ହଜାର ୯୧୫ ଖଣ୍ଡ ଭୋଟ ମିଳିଛି l ସେହିପରି ଭାଜପା ପ୍ରାର୍ଥୀ କଳ୍ପନା କହଁରଙ୍କୁ ୩୧ ହଜାର ୪୮୧ ଭୋଟ ମିଳିଛି l ଅନ୍ୟ ମାନଙ୍କ ମଧ୍ୟରେ ମାନସ ଲୋକ ଶକ୍ତି ଦଳ ପ୍ରାର୍ଥୀ ଅଜୟ କୁମାର ମଲ୍ଲିକ ୧୦୦୯ ଟି ଭୋଟ, ନ୍ୟାସନାଲ ଅପନୀ ପାର୍ଟି ପ୍ରାର୍ଥୀ ଜୟସିଂ ମଲ୍ଲିକ ୮୬୬ ଟି ଭୋଟ ପାଇଛନ୍ତି l ଏତଦ ବ୍ୟତୀତ ନୋଟା ଭୋଟ ରେ ୨୬୦୬ ଟି ଭୋଟ ମିଳିଥିବା ଜଣାପଡିଛି l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।