February 1, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାଲିଗୁଡା ନଗର ବିଜେପି ପକ୍ଷରୁ ହର ଘର ତ୍ରିରଙ୍ଗା ଯାତ୍ରା

ମୋ ଟିଭି ଓଡିଶା / ବାଲିଗୁଡା ( ସୁଶାନ୍ତ କୁମାର ସାହୁ )

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଆହ୍ବାନ କ୍ରମେ ସାରା ଦେଶରେ ଅଗଷ୍ଟ ନଅ ତାରିଖ କ୍ରାନ୍ତି ଦିବସ ରୁ ଅଗଷ୍ଟ ପନ୍ଦର ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରହିଛି l

ଆଜି ବାଲିଗୁଡ଼ା ନଗର ବିଜେପି ପକ୍ଷରୁ ନଗର ସମ୍ପାଦକ ଆଦିକନ୍ଦ ପଟ୍ଟନାୟକ ଙ୍କ ନେତୃତ୍ୱର ରେ ହର ଘର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣ ଙ୍କୁ ସଚେତନ ପୂର୍ବକ ସମସ୍ତ ଙ୍କ ଘରେ ଜାତୀୟ ପତାକା ଫର୍ ଫର୍ କରି ଉଡେଇବାକୁ ଆହ୍ବାନ କରାଯାଇ ଥିଲା l କାର୍ଯ୍ୟକ୍ରମ ରେ ବିଜେପି ଜିଲ୍ଲା ସଭାପତି ଜଗନ୍ନାଥ ସାହୁ ସମ୍ପାଦକ ଦେବେନ୍ଦ୍ର କୁଦେଇ l

ଜିଲ୍ଲା ଯୁବ ମୋର୍ଚ୍ଚା ସମ୍ପାଦକ ଶୁଭାଶିଷ ମିଶ୍ର ନଗର ସଭାପତି ଦିବାକର ସାହୁ ବଶିଷ୍ଠ ବିଜେପି ନେତା ପଦ୍ମ ଚରଣ ଦାସ ରଞ୍ଜିତ ଚୌଧୁରୀ ରଞ୍ଜିତ ସାହୁ ଦିଗାମ୍ବର ପାଣିଗ୍ରାହୀ ଜଗନ୍ନାଥ ବିଷୋୟୀ ପ୍ରମୋଦ କୁମାର ଦଣ୍ଡସେନା ପ୍ରାମୁଖ ଯୋଗ ଦେଇଥିଲେ ଏବଂ ଆଦିବାସୀ ମହା ବିଦ୍ୟାଳୟ ଶିକ୍ଷା ନିକେତନ ସରସ୍ୱତୀ ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।