MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି।

୫ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ବିତୀୟ ଭୋଗ ମଣ୍ଡପ ପରେ ଶ୍ରୀଜିଉ ମାନଙ୍କର ବନକଲାଗି କରାଯିବ । ଶ୍ରୀଜୀଉ ମାନଙ୍କର ମୁଖଶ୍ରୀର ପ୍ରସାଧନ ବା ବନକଲାଗି ପ୍ରତିମାସରେ ହାରାହାରି ଦୁଇଥର ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦିପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ ।

ମୋ ଟିଭି ଓଡିଶା, ପୁରୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।