ମୋ ଟିଭି ଓଡିଶା / ଭୁବନେଶ୍ୱର :
ରାଜଧାନୀ ବାର୍, ପବ୍ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ। ରାତି ତମାମ ଖୋଲୁଥିବା ବାର୍, ପବ୍ ଉପରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଅବକାରୀ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି । ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ବନ୍ଦ ନହେଲେ ପ୍ରଥମ ଚଢାଉରେ ଫାଇନ୍ ହେବ। ବାରମ୍ବାର ଉଲ୍ଲଂଘନ କଲେ ପବ୍, ବାର୍ ଲାଇସେନ୍ସ ବାତିଲ କରାଯିବ। ଅଧିକାରୀ ସଠିକ୍ ଭାବେ କାମ ନକଲେ ତାଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।