ମେଳି ନୁହଁ ଭେଟଘାଟ କହିଲେ ପ୍ରସନ୍ନ ଆଚାର୍ୟ୍ୟ। ମୋ ଦେହ ଖରାପ ଅଛି । ସେଥିପାଇଁ ମୋ ବନ୍ଧୁ ମାନେ ଭେଟିବାକୁ ଆସିଥିଲେ । ଏହା ମେଳି ନୁହଁ, ବରଂ ସାଧାରଣ ଗସ୍ତ। ବିଜେଡି ସଂଗଠନ ଆଗକୁ ବଢୁଛି । ସଂଗଠନ ପାଇଁ ବୟସ ବାଧକ ନୁହଁ ବୋଲି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ବରିଷ୍ଠ ନେତା ପ୍ରଫୁଲ୍ଲ ମଲିକ, ଅଶୋକ ପଣ୍ଡା ଓ ଭୁପିନ୍ଦର ସିଂ ପ୍ରସନ୍ନ ଆଚାର୍ୟ୍ୟଙ୍କ ଘରକୁ ଯାଇ ବୈଠକ କରିଥିବା ଚର୍ଚ୍ଚା ହେଉଥିଲା , ଯାହାକୁ ଖଣ୍ଡନ କରିଛନ୍ତି।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍ୟ ଅଗ୍ରଗତି ଜାରି ରହିଛି |
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ମହାସମୁନ୍ଦ-ଟିଟିଲାଗଡ଼ ରେଳ ସେକ୍ସନ ନୀରିକ୍ଷଣ _ ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ବିକାଶର ସମୀକ୍ଷା |
ସ୍ଥାନୀୟ ଯାତ୍ରୀମାନଙ୍କୁ ଲାଭ ପହଞ୍ଚାଇବା ପାଇଁ ସାନପଦର ଠାରେ ନୂତନ ପାସେଞ୍ଜର ହଲ୍ଟ :