MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୬ରେ ଆନ୍ଦୋଳନ କରିବ ବିଜେଡି।

ଦରଦାମ୍ ବୃଦ୍ଧି ପ୍ରତିବାଦରେ ପିଏମଜି ଛକରେ ଆନ୍ଦୋଳନ କରିବ ବିଜୁ ଜନତା ଦଳ । ସାମ୍ବାଦିକ ସମ୍ମିଳନୀରେ କରି ଏନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି । ଓଡ଼ିଶାରେ ଡବଲ ଇଞ୍ଜିନ୍ ସରକାର ଆସିବା ପରଠାରୁ ଦରଦାମ ହୁ ହୁ ହୋଇ ବଢି ଚାଲିଛି । ପ୍ରତ୍ୟେକ ନିତ୍ୟ ବ୍ୟବହାର୍ୟ୍ୟ ସାମଗ୍ରୀର ଦାମ୍ ବଢିଛି। ଲୋକେ ହନ୍ତ ସନ୍ତ ହେଉଛନ୍ତି । ଓଡ଼ିଶାବାସୀଙ୍କ ସ୍ୱାର୍ଥ ଓ ସ୍ୱାଭିମାନ ପାଇଁ ଆମେ ଲଢେଇ ଜାରି ରଖିବୁ । ଆଳୁ, ପିଆଜ, ରସୁଣ, ଡାଲି ଜାତୀୟ ସମାଗ୍ରୀ ଦର ଆକାଶ ଛୁଆଁ । ଆସନ୍ତା ୬ ତାରିଖରେ ସକାଳ ସାଢ଼େ ୧୦ରୁ ୧୧ ଭିତରେ ଲୋୟର ପିଏମଜିରେ ବିକ୍ଷୋଭ କରାଯିବ । ଆମର ଦାବି ରହିବ ଦରଦାମ୍ ନିୟନ୍ତ୍ରଣ କରନ୍ତୁ । ନଚେତ୍ ୬ ତାରିଖରେ ପରେ ଓଡିଶାର ୩୦ ଜିଲ୍ଲାରେ ଆନ୍ଦୋଳନ ତୀବ୍ର ହେବ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।