February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ଭାରତୀୟ ଜନତା ପାର୍ଟି ର ପ୍ରତିଷ୍ଠା ଦିବସ ମଳିପଡା ସ୍ଥିତ ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇ ଯାଇଛି।

ଆଜି ଭାରତୀୟ ଜନତା ପାର୍ଟି ର ପ୍ରତିଷ୍ଠା ଦିବସ ମଳିପଡା ସ୍ଥିତ ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ବିଧାୟକ ପ୍ରାର୍ଥୀ କାଳୁ ଚରଣ ଖଣ୍ଡେଇତରାୟ ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇ ଯାଇଛି।

୧୯୫୧ ମସିହାରେ ସ୍ୱର୍ଗତ ଡକ୍ଟର ଶ୍ୟାମା ପ୍ରଶାଦ ମୁଖାର୍ଜୀ ଓ ସ୍ୱର୍ଗତ ଦିନ ଦୟାଲ ଉପାଧେୟ ଙ୍କ ଦ୍ଵାରା ଗଠିତ ଭାରତୀୟ ଜନସଂଘ ନାମକ ପାର୍ଟି ୧୯୮୦ ମସିହା ଏପ୍ରିଲ ୬ ତାରିଖରେ ଭାରତୀୟ ଜନତା ପାର୍ଟି ନାମରେ ନାମିତ ହୋଇ ଆଜି କିଭଳି ଭାବରେ ଏକ ମହାଦୁର୍ମ ରେ ପରିଣତ ହୋଇ ଆଜି ବିଶ୍ବ ଦରବାରରେ ଏକ ନମ୍ବର ଦଳ ଭାବରେ ଉଭା ହୋଇଛି ଏବଂ ଏହାର ବିଚାରଧାରା ଉପରେ ଶ୍ରୀ ଖଣ୍ଡେଇତରାୟ ଆଲୋକପାତ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ନିର୍ବାଚନମଣ୍ଡଳୀ ସଂଯୋଜକ କିଶୋର ଚନ୍ଦ୍ର ବରାଳ,ବଡ଼ପୋଖରିଆ ମଣ୍ଡଳ ସଭାପତି ଶ୍ରୀଯୁକ୍ତ ବିପିନି ପାଲଟାସିଂହ,ନିରାକାରପୁର ମଣ୍ଡଳ ସଭାପତି ଆଲୋକ ରଞ୍ଜନ ଛୋଟରାୟ,ସୂର୍ଯ୍ୟ ନାରାୟଣ ଦାଶ,୩ନଂ ଯୋନ ର ପୁର୍ବତନ ଜିଲ୍ଳା ପରିଷଦ ପ୍ରଦ୍ୟୁମ୍ନ ଜଗଦେବ,ନକୁଳ ହରିଚନ୍ଦନ,ନଗର ମହିଳା ମୋର୍ଚ୍ଚା ସଭାନେତ୍ରୀ ସୁଚିସ୍ମିତା ମିଶ୍ର ବଡ଼ଜେନା,ସତ୍ୟରଞ୍ଜନ ପରିଡ଼ା,ଅନୁସୂଚିତ ଜାତି ର ରାଜ୍ୟ ସଂଯୋଜକ ଦିବାକର ଭୋଇ ନଗର ସାଧାରଣ ସମ୍ପାଦକ ତ୍ରିଲୋଚନ ଦାସ ପ୍ରମୁଖ ସମସ୍ତ ଆଗଧାଡ଼ିର କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।