MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା

ମୋ ଟିଭି ଓଡିଶା / ନୂଆ ଦିଲ୍ଲୀ :

ପୁଣି ଲୋକସଭା ବାଚସ୍ପତି ହେଲେ ଓମ ବିର୍ଲା। ଇଣ୍ଡି ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ବାଚସ୍ପତି ନିର୍ବାଚିତ ହୋଇଛନ୍ତି। ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା । ବାଚନିକ ଭୋଟ ଅନୁଯାୟୀ ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ ସୁରେଶଙ୍କୁ ପରାଜିତ କରି ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ଲଗାତାର ଦ୍ୱିତୀୟ ଥର ପାଇଁ ଓମ୍ ବିର୍ଲା ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିଭଳି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଗୃହରେ ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଯେଉଁଥିରେ ଓମ୍ ବିର୍ଲା ବିଜୟୀ ହୋଇଥିବା ନେଇ ଗୃହରେ କହିଥିଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।