February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଲିଉଡ୍ ଅଭିନେତା ଗୋବିନ୍ଦାଙ୍କ ଦେହରେ ବାଜିଲା ଗୁଳି

ମୋ ଟିଭି ଓଡିଶା / ନୂଆଦିଲ୍ଲୀ : ବଲିଉଡର ବର୍ଷିଆନ ଅଭିନେତା ଗୋବିନ୍ଦାଙ୍କ ଦେହରେ ବାଜିଛି ଗୁଳି l ତାଙ୍କୁ ଗୁରୁତର ଅବସ୍ଥାରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି l ନିଜ ଲାଇସେନ୍ସପ୍ରାପ୍ତ ବନ୍ଧୁକରୁ ଭୁଲବଶତଃ ଗୁଳି ଫୁଟିଥିବା ସୂଚନା । ଆହତ ଗୋବିନ୍ଦାଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ସକାଳ ୪.୪୫ ରେ ଏହି ଘଟଣା ଘଟିଛି। ଅଭିନେତା ସକାଳେ କୌଣସି ସ୍ଥାନକୁ ଯିବା ପାଇଁ ଘରୁ ବାହାରୁ ଥିଲେ ଏବଂ ତାଙ୍କର ହାତରୁ ଗୁଳି ଫୁଟିଯାଇ ତାଙ୍କ ଗୋଡରେ ବାଜିଥିଲା। ପରେ ସେ ଆହତ ହୋଇଥିଲେ। ଏହା ପରେ ତୁରନ୍ତ ତାଙ୍କୁ କ୍ରିତି କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଗୋଡ଼ରୁ ଗୁଳି ବାହାର କରାଯାଇଥିବା ବେଳେ ସେ ଏବେ ବିପଦ ମୁକ୍ତ ଅଛନ୍ତି। ଜଣେ ପୋଲିସ ଅଧିକାରୀ କହିଛନ୍ତି, ଅଭିନେତା ଏନେଇ କୌଣସି ଅଭିଯୋଗ ଦାଖଲ କରିନାହାଁନ୍ତି। ପୂରା ଘଟଣାର ତଦନ୍ତ ଜାରି ରହିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।