ପୂର୍ବରୁ ହିତାଧିକାରୀଙ୍କ ପାଖରେ କାର୍ଡ ଥିଲେ ମଧ୍ୟ ପ୍ରତ୍ୟାଖିତ ହେଉଥିଲା । ମନ ଇଚ୍ଛା ହସ୍ପିଟାଲ ବିଲ୍ କରି ଲୋକଙ୍କୁ ଶୋଷଣ କରାଯାଉଥିଲା । ଏହି ଦୁର୍ନୀତିର ବର୍ତ୍ତମାନ ତଦନ୍ତ କରାଯିବ ବୋଲି କହିଛନ୍ତି ରାଜ୍ୟ ଆଇନ ମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ପୂର୍ବ ସରକାରରେ ଥିବା ଅନେକ ଲୋକ ଦୁର୍ନୀତିରେ ସମ୍ପୃକ୍ତ ଥିଲେ, ଯାହା ଖୁବଶୀଘ୍ର ତଦନ୍ତ ପ୍ରକ୍ରିୟା ଆରମ୍ଭ କରାଯିବ ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।