ଆଇଏଏସ ସ୍ତରରେ ଅଦଳବଦଳ । ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ । ଅ୨୦୧୧ ବ୍ୟାଚର ଆଇଏଏସ ଅରିନ୍ଦମ ଡାକୁଆଙ୍କୁ ବ୍ୟକ୍ତିଗତ ସଚିବ ପଦରୁ ବଦଳି କରାଯାଇଛି । ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ ହେଲେ ପୌର ପ୍ରଶାସନ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ।


ଏନବିଏସ ରାଜପୁତ ହେଲେ ସାଧାରଣ ଉଦ୍ୟୋଗ ବିଭାଗ ପ୍ରମୁଖ ସଚିବ । ଟି. ଆଉ ହେଲେ ଯୋଜନା ଓ ସଂଯୋଜନ ବିଭାଗ ସ୍ୱତନ୍ତ୍ର ସଚିବ । ପ୍ରେମଚନ୍ଦ ଚୌଧୁରୀଙ୍କୁ ବୟନଶିଳ୍ପ ଓ ହସ୍ତତନ୍ତ ବିଭାଗ ଦାୟିତ୍ୱ । ଭୂପିନ୍ଦର ସିଂ ପୁନିଆଙ୍କୁ ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗ ଅତିରିକ୍ତ ଦାୟିତ୍ୱ ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।